ଆଜିର ଖବର ଇଣ୍ଡିଆ ଗେଟ୍ ଆଗରେ ପ୍ରିୟଙ୍କାଙ୍କ ଧାରଣା ନୂଆଦିଲ୍ଲୀ, ୧୬/୧୨: ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଇଣ୍ଡିଆ ଗେଟ୍ ପାଖରେ ଧାରଣା ଦେଇଛନ୍ତି। ଏଥିସହ ଜାମିଆରେ ହୋଇଥିବା ହିଂସା ମାମଲାରେ…