ଆଜିର ଖବର ଆଗାମୀ ବଜେଟ୍ ପ୍ରସ୍ତୁତି ନିମନ୍ତେ ଜନସାଧାରଣଙ୍କ ଠାରୁ ମତାମତ ଆହ୍ୱାନ କଲା ଅର୍ଥ ବିଭାଗ ଭୁବନେଶ୍ଵର: 2026-27 ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତି ନିମନ୍ତେ ଜନସାଧାରଣଙ୍କ ଠାରୁ ମତାମତ ଆହ୍ୱାନ କରିଛି ଅର୍ଥ ବିଭାଗ। ରାଜ୍ୟ ସରକାରଙ୍କର ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ…