ଆଜିର ଖବର ଆଜି ପଞ୍ଜାବ ଏବଂ ଦିଲ୍ଲୀ ମଧ୍ୟରେ ମୁକାବିଲା, ଜାଣନ୍ତୁ ପ୍ଲେଇଂ ଇଲେଭେନ, ପିଚ୍ ରିପୋର୍ଟ ଏବଂ ମ୍ୟାଚ୍ ପୂର୍ବାନୁମାନ ନୂଆଦିଲ୍ଲୀ: ଆଜି ଆଇପିଏଲ-୨୦୨୫ ରେ ଶ୍ରେୟସ ଆୟରଙ୍କ ପଞ୍ଜାବ କିଙ୍ଗ୍ସ ଏବଂ ଅକ୍ସର ପଟେଲଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁକାବିଲା ହେବ। ଉଭୟ ଦଳ ଜୟପୁରର ସୱାଇ…