ଆଞ୍ଚଳିକ ବାଣପୁରରେ ବିଜେଡ଼ି ର ବିରାଟ ଶୋଭାଯାତ୍ରା: ମା’ ଭଗବତୀଙ୍କ ଆଶୀର୍ବାଦ ନେଲେ ସାଂସଦ ଓ ବିଧାୟକ ପ୍ରାର୍ଥୀ ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀ ମନ୍ଦିର ଦର୍ଶନ କରିଛନ୍ତି ପୁରୀ ଲୋକସଭା ବିଜେଡି ପ୍ରାର୍ଥୀ ଅରୂପ…