ବିଶେଷ ଖବର ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!! ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଇଛନ୍ତି ବାଲେଶ୍ବରର ପୂର୍ବତନ ସାଂସଦ ତଥା ବରିଷ୍ଠ ନେତା ରବିନ୍ଦ୍ର ଜେନା। ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।…