ଆଜିର ଖବର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତକୁ ଏକ ଝଟକା! ହାର୍ଦ୍ଦିକଙ୍କ ପରେ ରବିନ୍ଦ୍ର ଜାଡେଜା ଆହତ ନୂଆଦିଲ୍ଲୀ: ଆସନ୍ତାକାଲି ନ୍ୟୁଜିଲ୍ୟାଣ୍ଡଠାରୁ ଭାରତ ଏକ ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ଧର୍ମଶାଳାରେ ଉଭୟ ଦଳ ମୁହାଁମୁହିଁ ହେବେ। ଏଥି ସହିତ, ଏହି ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ…