ଆଜିର ଖବର ବାଲେଶ୍ବରରେ ମୋଦିଙ୍କୁ ଟାର୍ଗେଟ୍ କଲେ ରାହୁଲ, ଦାରିଦ୍ର୍ୟ ବିରୋଧରେ ସର୍ଜିକାଲ୍ ଷ୍ଟ୍ରାଇକ୍ କରିବ ‘ନ୍ୟାୟ’ ବାଲେଶ୍ୱର ରେମୁଣାରେ ପରିବର୍ତନ ସଂକଳ୍ପ ସଭାରେ ଯୋଗ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ପରିପ୍ରେକ୍ଷୀରେ ସେ କେନ୍ଦ୍ର ସରକାର ଏବଂ ବିଜେପିକୁ ସମାଲୋଚନା କରିଛନ୍ତି।…