ଆଜିର ଖବର ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ….ତାପରେ କଣ ଅଛି ଜାଣନ୍ତି ? ଭୁବନେଶ୍ବର: ସାଧାରଣତଃ ରଜ ଗୀତଟି ଓଡିଶାର ପୁରପଲ୍ଲୀରେ ବେଶ୍ ଆଦୃତି ଲାଭ କରିଛି। ଏହି ଏକ ଲୋକଗୀତ। ଯାହା ପିଢି ପରେ ପିଢି ଗାଇ ଆସୁଛନ୍ତି। ଏହି…