ଆଜିର ଖବର ଗଣତନ୍ତ୍ର ଦିବସରେ ଓଡ଼ିଆ ଯବାନଙ୍କୁ ଅନ୍ତିମ ବିଦାୟ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରଣଜିତ୍ କୁମର୍ଙ୍କ ଶେଷକୃତ୍ୟ ସମ୍ପନ୍ନ ଅରୁଣ କୁମାର ପ୍ରଧାନ ନାକ୍ଟିଦେଉଳ: ଗଣତନ୍ତ୍ର ଦିବସ ଅବସରରେ ସାରା ପୁରପଲ୍ଲୀ ହର୍ଷ ଉଲ୍ଲାସରେ ପାଳନ କରୁଥିବାବେଳେ ଚନ୍ଦ୍ରପୁର ଗ୍ରାମରେ କିନ୍ତୁ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ।…