ଆଜିର ଖବର ଫିଲ୍ମ ଇଣ୍ଡଷ୍ଟ୍ରିରେ ଯୌନ ଅପରାଧ ଅଭିଯୋଗ: ପ୍ରସିଦ୍ଧ ନିର୍ଦ୍ଦେଶକଙ୍କ ବିରୋଧରେ ମାମଲା ରୁଜୁ ନୂଆଦିଲ୍ଲୀ: ମାଲାୟାଲମ୍ ଚଳଚ୍ଚିତ୍ର ଶିଳ୍ପରେ ଯୌନ ଅପରାଧ ସମଗ୍ର ଦେଶରେ ହଇଚଇ ସୃଷ୍ଟି କରିଛି। ମାଲାୟାଲମ୍ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ବହୁ ବଡ ନିର୍ଦ୍ଦେଶକ ଏବଂ ଅଭିନେତା, ଯେଉଁମାନେ…