ଆଜିର ଖବର ରସଗୋଲା ଦିବସ: ଆଜି ରସଗୋଲା ଦେଇ ମା ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୃ ଜଗନ୍ନାଥ ପୁରୀ: ଆଜି ହେଉଛି ରସଗୋଲା ଦିବସ। ଏହି ଦିବସଟି ମିଠା ବ୍ୟବସାୟୀଙ୍କ ପାଇଁ ଯେତିକି ଗୁରୁତ୍ବ, ଜଗନ୍ନାଥ ପ୍ରେମୀଙ୍କ ପାଇଁ ସେତିକି ଗୁରୁତ୍ବ। କାରଣ ଆଜି ମା ଲକ୍ଷ୍ମୀଙ୍କ…