ବିଶେଷ ଖବର ଏଥର ରଥଯାତ୍ରାରେ ୩୪୩ ସ୍ଥାନରେ ଲାଗିବ ସିସିଟିଭି, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଭୁବନେଶ୍ବର: ଆଗାମୀ ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା-୨୦୨୫କୁ ଦୃଷ୍ଟିରେ ରଖି ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ…