Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୭୦, ଅନୁଗୁଳରୁ ୧୨୬, କେନ୍ଦ୍ରାପଡାରୁ ୧୦୨, କଟକରୁ ୧୦୦, ବଲାଙ୍ଗୀରିରୁ ୯୬, ବାଲେଶ୍ବରରୁ ୮୯, ମୟୂରଭଞ୍ଜରୁ ୮୦, କଳାହାଣ୍ଡିରୁ ୭୬, ଜଗତସିଂହପୁରରୁ ୭୩, ନୂଆପଡ଼ାରୁ ୬୮, ଝାରସୁଗୁଡାରୁ ୫୫, ଢେଙ୍କାନାଳରୁ ୪୯, ଯାଜପୁରରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୫, ସମ୍ବଲପୁରରୁ ୪୫, କନ୍ଧମାଳରୁ ୪୨, କେନ୍ଦୁଝରରୁ ୪୨, ବରଗଡରୁ ୩୭, ସୋନପୁରରୁ ୩୭, ମାଲକାନଗିରିରୁ ୩୫, ରାୟଗଡରୁ ୩୪, କୋରାପୁଟରୁ ୩୩, ବୌଦ୍ଧରୁ ୩୨, ନୟାଗଡରୁ ୩୦, ଭଦ୍ରକରୁ ୨୫, ଗଞ୍ଜାମରୁ ୨୦, ଗଜପତିରୁ ୫, ଦେବଗଡରୁ ୪ ଏବଂ ଷ୍ଟେଟ ପୁଲରୁ ୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୨ ହଜାର ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୯୯ ମଧ୍ୟରୁ ୧୩ ହଜାର ୭୧୧ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨ ହଜାର ୩୭୭ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୩୭୭ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୩୯୪ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୨୦୪, କଟକରୁ ୧୨୨, ସୁନ୍ଦରଗଡରୁ ୧୦୯, ବାଲେଶ୍ବରରୁ ୧୬୨, ମୟୂରଭଞ୍ଜରୁ ୧୨୬, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୬୫, ଯାଜପୁରରୁ ୧୦୭, ପୁରୀରୁ ୫୯, କେନ୍ଦ୍ରାପଡାରୁ ୬୪, ଜଗତସିଂହପୁରରୁ ୫୦, ମାଲକାନଗିରିରୁ ୩୧,  ଝାରସୁଗୁଡାରୁ ୮୫, ବରଗଡରୁ ୮୮, ବଲାଙ୍ଗିରିରୁ ୮୭, ସମ୍ବଲପୁରରୁ ୫୦, ଭଦ୍ରକରୁ ୭୭, କେନ୍ଦୁଝରରୁ ୫୦, ସୋନପୁରରୁ ୬୪, ନୟାଗଡରୁ ୨୧, ବୌଦ୍ଧରୁ ୩୩, କୋରାପୁଟରୁ ୨୮,  କନ୍ଧମାଳରୁ ୩୩, ଢେଙ୍କାନାଳରୁ ୩୪, କଳାହାଣ୍ଡିରୁ ୭୨, ଗଞ୍ଜାମରୁ ୩୪, ରାୟଗଡାରୁ ୨୯, ଦେବଗଡରୁ ୧୦, ଗଜପତି ୬ ଏବଂ ଷ୍ଟେଟ ପୁଲରୁ ୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୫୯ ହଜାର ୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ ମଧ୍ୟରୁ ୧୭ ହଜାର ୨୦୨ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୪୫୫ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୩୪୫୫ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୭୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୯୨ ଜଣ, ବରଗଡରୁ ୧୫୧, ବାଲେଶ୍ବରରୁ ୧୪୬, ନୂଆପଡାରୁ ୧୩୫, ଜଗତସିଂହପୁରରୁ ୧୨୪, ଅନୁଗୁଳରୁ ୧୨୨, ସମ୍ବଲପୁରରୁ ୧୧୮, ପୁରୀରୁ ୨୫୪, ଅନୁଗୁଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ବରରୁ ୧୨୦, ସମ୍ବଲପୁରରୁ ୧୧୬, ବଲାଙ୍ଗିରିରୁ ୧୦୪, କେନ୍ଦୁଝରରୁ ୧୦୧, ଜଗତସିଂହପୁରରୁ ୮୪, କେନ୍ଦ୍ରାପଡାରୁ ୯୯, ଝାରସୁଗୁଡାରୁ ୮୪, ନୂଆପଡାରୁ ୭୨, ନବରଙ୍ଗପୁରରୁ ୭୧, ନୟାଗଡରୁ ୭୦, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୧, ମାଲକାନଗିରିରୁ ୫୮, ଭଦ୍ରକରୁ ୫୬, ସୋନପୁରରୁ ୫୬, ସୁନ୍ଦରଗଡରୁ ୫୪, କଳାହାଣ୍ଡିରୁ ୪୧, ରାୟଗଡାରୁ ୪୧, କୋରାପୁଟରୁ ୩୫, ଗଜପତିରୁ ୩୩, ବୌଦ୍ଧରୁ ୩୧, ଦେବଗଡରୁ ୧୩ ଏବଂ ଷ୍ଟେଟ ପୁଲରୁ ୨୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୦ ହଜାର ୯୯୮ ଥିବା ବେଳେ ୨ ଲକ୍ଷ ୧୩ ହଜାର ୬୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୬ ହଜାର ୩୧୫ ଜଣ ଚିକିତ୍ସିତ ହେଉଥିବା ବେଳେ ୯୫୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୮୧୭ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୩୮୧୭ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୯୬୯ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୬୮ ଜଣ, ବରଗଡରୁ ୧୫୧, ବାଲେଶ୍ବରରୁ ୧୪୬, ନୂଆପଡାରୁ ୧୩୫, ଜଗତସିଂହପୁରରୁ ୧୨୪, ଅନୁଗୁଳରୁ ୧୨୨, ସମ୍ବଲପୁରରୁ ୧୧୮, ସୁନ୍ଦରଗଡରୁ ୧୧୦, କେନ୍ଦ୍ରାପଡାରୁ ୧୦୬, ବଲାଙ୍ଗିରିରୁ ୯୩, ଯାଜପୁରରୁ ୯୧, ମୟୂରଭଞ୍ଜରୁ ୮୮, ପୁରୀରୁ ୮୮, କନ୍ଧମାଳରୁ ୮୬, କେନ୍ଦୁଝରରୁ ୮୬, ସୋନପୁରରୁ ୮୩, ଭଦ୍ରକରୁ ୮୨, ନୟାଗଡରୁ ୭୧, କଳାହାଣ୍ଡିରୁ ୬୯, ଝାରସୁଗୁଡାରୁ ୬୮, ନବରଙ୍ଗପୁରରୁ ୬୬, କୋରାପୁଟରୁ ୬୨, ଗଞ୍ଜାମରୁ ୫୬, ରାୟଗଡାରୁ ୫୦, ଢେଙ୍କାନାଳରୁ ୪୮, ମାଲକାନଗିରିରୁ ୩୪, ବୌଦ୍ଧରୁ ୪୫, ଦେବଗଡରୁ ୧୪, ଗଜପତିରୁ ୨୪ ଏବଂ ଷ୍ଟେଟ ପୁଲରୁ ୧୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୮ ହଜାର ୩ ଥିବା ବେଳେ ୨ ଲକ୍ଷ ୧୦ ହଜାର ୨୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୬ ହଜାର ୭୯୩ ଜଣ ଚିକିତ୍ସିତ ହେଉଥିବା ବେଳେ ୯୪୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୧୦୮: ଦୁଇ ଲକ୍ଷ ଅତିକ୍ରମ କଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟରୁ ୪୧୦୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୯୨ ଜଣ, ଯାଜପୁରରୁ ୨୧୨, ଅନୁଗୁଳରୁ ୧୮୬, ଝାରସୁଗୁଡାରୁ ୧୪୩, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ ୧୧୮, କଳାହାଣ୍ଡିରୁ ୧୧୭, କେନ୍ଦୁଝରରୁ ୧୧୭, ବାଲେଶ୍ବରରୁ ୧୧୬, ସୁନ୍ଦରଗଡରୁ ୧୧୬,  ବରଗଡରୁ ୧୧୪, ନବରଙ୍ଗପୁରରୁ ୮୯,  ଭଦ୍ରକରୁ ୧୬,  କନ୍ଧମାଳରୁ ୭୧, କେନ୍ଦ୍ରାପଡାରୁ ୧୦୭, ପୁରୀରୁ ୫୫,  ବଲାଙ୍ଗିରିରୁ ୮୦,  ମାଲକାନଗିରିରୁ ୩୪, ରାୟଗଡାରୁ ୬୪, ସୋନପୁରରୁ ୭୩, ଗଞ୍ଜାମରୁ ୬୭, କୋରାପୁଟରୁ ୭୩, ବୌଦ୍ଧରୁ ୪୪, ଢେଙ୍କାନାଳରୁ ୭୫, ନୟାଗଡରୁ ୫୦, ଦେବଗଡରୁ ୮, ଗଜପତିରୁ ୪୦ ଏବଂ ଷ୍ଟେଟ ପୁଲରୁ ୨୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩ ଥିବା ବେଳେ ୨ ଲକ୍ଷ ୨ ହଜାର ୩୦୨ ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି। ସେହିପରି ୨୯ ହଜାର ୪୫୧’ ଜଣ ଚିକିତ୍ସିତ ହେଉଥିବା ବେଳେ ୯୦୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୬୬ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୪୦୬୬ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୮ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୨୧ ଜଣ, ଅନୁଗୁଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮, ଭଦ୍ରକରୁ ୧୨୭, ବାଲେଶ୍ବରରୁ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡାରୁ ୧୦୬, ପୁରୀରୁ ୧୦୫, ଝାରସୁଗୁଡାରୁ ୯୧, ବଲାଙ୍ଗିରିରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡାରୁ ୬୧, ସୋନପୁରରୁ ୬୧, ଗଞ୍ଜାମରୁ ୬୦, କଳାହାଣ୍ଡିରୁ ୬୦, କୋରାପୁଟରୁ ୬୦, ବୌଦ୍ଧରୁ ୫୯, ଢେଙ୍କାନାଳରୁ ୫୭, ନୟାଗଡରୁ ୪୧, ଦେବଗଡରୁ ୧୪, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୯ ହଜାର ୩୮୭ ଥିବା ବେଳେ ୧ ଲକ୍ଷ ୯୮ ହଜାର ୧୯୪ ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି। ସେହିପରି ୩୦ ହଜାର ୨୪୮ ଜଣ ଚିକିତ୍ସିତ ହେଉଥିବା ବେଳେ ୮୯୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୦୪୮ ଜଣ କୋରୋନା ଆକ୍ରାନ୍ତ

ଭ୍ବବନେଶ୍ବର: ଆଜି ରାଜ୍ୟରୁ ୪୦୪୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୮୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୬୬ ଜଣ, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୁଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ ୨୩୩, ସୁନ୍ଦରଗଡରୁ ୧୩୦, ଭଦ୍ରକରୁ ୧୧୮, ସମ୍ବଲପୁରରୁ ୧୧୧, ମୟୂରଭଞ୍ଜରୁ ୧୦୮, କେନ୍ଦୁଝରରୁ ୧୦୭, ବରଗଡରୁ ୧୦୬, ନୂଆପଡାରୁ ୧୦୧, ରାୟଗଡାରୁ ୯୯, ସୁନ୍ଦରଗଡରୁ ୯୮, ଝାରସୁଗୁଡାରୁ ୮୧, କୋରାପୁଟରୁ ୬୪, ସୋନପୁରରୁ ୬୧, କଳାହାଣ୍ଡିରୁ ୫୩, ମାଲକାନଗିରିରୁ ୪୮, ନୟାଗଡରୁ ୪୬, ବଲାଙ୍ଗିରିରୁ ୪୫, ବୌଦ୍ଧରୁ ୩୫, ଢେଙ୍କାନାଳରୁ ୩୩, ଦେବଗଡରୁ ୧୬, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪ ଥିବା ବେଳେ ୧ ଲକ୍ଷ ୯୪ ହଜାର ୧୨୮ ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି। ସେହିପରି ୩୧ ହଜାର ୨୭୮ ଜଣ ଚିକିତ୍ସିତ ହେଉଥିବା ବେଳେ ୮୭୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୧,୨୧୪ କରୋନା ଆକ୍ରାନ୍ତ ଚିହ୍ନଟ: ୧ ହଜାର ୯୫ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ୨୪ ଘଣ୍ଟା ମଧ୍ୟରେ ୮୧,୨୧୪ କରୋନାଭାଇରସ୍ ଏବଂ ୧,୦୯୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଭାରତର ସଂଖ୍ୟା ୬୩ ଲକ୍ଷ ୯୪ ହଜାର ୦୬୯ ମାମଲାରେ ବୃଦ୍ଧି ପାଇଛି। ମୋଟ ମାମଲା ମଧ୍ୟରୁ ୯ ଲକ୍ଷ ୪୨ ହଜାର ୨୧୭ ବର୍ତ୍ତମାନ ସକ୍ରିୟ, ୫୩ ଲକ୍ଷ ୫୨ ହଜାର ୦୭୮ ଜଣ ସୁସ୍ଥ ହୋଇଥିବାବେଳେ ୯୯ ହଜାର ୭୭୩ ଜଣ ଏହି ଭାଇରାଲ ରୋଗ ବିରୋଧରେ ଯୁଦ୍ଧରେ ହାରିଯାଇଛନ୍ତି।

ସୁସ୍ଥ ହାର ସର୍ବାଧିକ ୮୩.୭୦ ପ୍ରତିଶତ ଥିବାବେଳେ ମୃତ୍ୟୁ ହାର ୧.୫୬ପ୍ରତିଶତକୁ ଖସି ଆସିଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡିଛି। ୩୭ ହଜାର ୦୫୬ ମୃତ୍ୟୁ ସମେତ ମୋଟ ୧୪ ଲକ୍ଷ ୯୨୨ ମାମଲାରେ ମହାରାଷ୍ଟ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତା ପରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ଉତ୍ତରପ୍ରଦେଶ ଏବଂ ଦିଲ୍ଲୀ। ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର) ର ତଥ୍ୟ ଅନୁଯାୟୀ, ଗୁରୁବାର ଦିନ ଗୋଟିଏ ଦିନରେ ଭାରତ ୧୦ ଲକ୍ଷ ୯୭ ହଜାର ୯୪୭  ନମୁନା ପରୀକ୍ଷା କରିଥିଲା ​​ଏବଂ ଏପର୍ଯ୍ୟନ୍ତ ପରୀକ୍ଷିତ ମୋଟ ନମୁନା ସଂଖ୍ୟା ୭ କୋଟି ୬୭ ଲକ୍ଷ ୧୭ ହଜାର ୭୨୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୩୮୦ କରୋନା ଆକ୍ରାନ୍ତ

ଭ୍ବବନେଶ୍ବର: ଆଜି ରାଜ୍ୟରୁ ୪୩୮୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୭୦ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୫୮ ଜଣ, ଜଗତସିଂହପୁରରୁ ୨୩୩, ସୁନ୍ଦରଗଡରୁ ୨୩୩, ଯାଜପୁରରୁ ୧୯୮, ପୁରୀରୁ ୧୯୨, ଝାରସୁଗୁଡାରୁ ୧୬୮, ମୟୂରଭଞ୍ଜରୁ ୧୫୫, ବରଗଡରୁ ୧୩୫, କେନ୍ଦ୍ରାପଡାରୁ ୧୨୪, ଅନୁଗୁଳରୁ ୧୧୯, ସମ୍ବଲପୁରରୁ ୧୧୩, ନୟାଗଡରୁ ୧୦୩, କଳାହାଣ୍ଡିରୁ ୧୦୨, ଢେଙ୍କାନାଳରୁ ୯୦, ନବରଙ୍ଗପୁରରୁ ୮୨, ନୂଆପଡ଼ାରୁ ୭୬, ସୋନପୁରରୁ ୭୫, କେନ୍ଦୁଝରରୁ ୭୨, କନ୍ଧମାଳରୁ ୬୧, ଭଦ୍ରକରୁ ୬୦, କୋରାପୁଟରୁ ୫୩, ବଲାଙ୍ଗିରିରୁ ୪୯, ମାଲକାନଗିରିରୁ ୪୬, ଗଞ୍ଜାମରୁ ୪୨, ବୌଦ୍ଧରୁ ୩୮, ଦେବଗଡରୁ ୨୦, ଗଜପତିରୁ ୧୨ ଏବଂ ଷ୍ଟେଟ ପୁଲରୁ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୨ ହଜାର ୭୩୪ ଥିବା ବେଳେ ୧ ଲକ୍ଷ ୯୦ ହଜାର ୮୦ ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି। ସେହିପରି ୩୧ ହଜାର ୭୪୨ ଜଣ ଚିକିତ୍ସିତ ହେଉଥିବା ବେଳେ ୮୫୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୫୮୯ ଆକ୍ରାନ୍ତ ଚିହ୍ନଟ: ୭୭୬ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୫୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ଲକ୍ଷ ୪୫ ହଜାର ୨୯୨ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଦିନକରେ ୭୭୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୯୬ ହଜାର ୩୧୮ ରେ ପହଞ୍ଚିଛି। ଦେଶରେ ମୋଟ ସକ୍ରିୟ କେସ ୯ ଲକ୍ଷ ୪୭ ହଜାର ୫୭୬ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୧ ଲକ୍ଷ ୧ ହଜାର ୩୯୭ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୩୩୭୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୩୭୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। କଟକରୁ ସର୍ବାଧିକ ୫୪୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଦ୍ଧାରୁ ୨୮୯ ଜଣ, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡ଼ାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩, ଜଗତସିଂହପୁରରୁ ୧୧୫, ବାଲେଶ୍ବରରୁ ୧୧୧, କେନ୍ଦୁଝରରୁ ୧୦୨, ବରଗଡରୁ ୧୦୦, କୋରାପୁଟରୁ ୯୯, ଝାରସୁଗୁଡାରୁ ୮୬, ନବରଙ୍ଗପୁରରୁ ୮୪, ସୋନପୁରରୁ ୮୦, କଳାହାଣ୍ଡିରୁ ୭୬, ବଲାଙ୍ଗିରିରୁ ୬୮, ମାଲକାନାଗିରିରୁ ୬୩, ନୂଆପଡାରୁ ୪୯, ଭଦ୍ରକରୁ ୪୭, ଅନୁଗୁଳରୁ ୪୫, ଢେଙ୍କାନାଳରୁ ୪୪, ଗଞ୍ଜାମରୁ ୪୨, ଗଜପତିରୁ ୩୧, ବୌଦ୍ଧରୁ ୧୪, ଦେବଗଡରୁ ୭ ଏବଂ ଷ୍ଟେଟ ପୁଲରୁ ୭୯ ଜଣ କୋରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୫୭୧ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ  ୫୫୦ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ପୁରୀରୁ ୧୫୮, ବାଲେଶ୍ବରରୁ ୧୫୫, ବରଗଡରୁ ୧୫୨, ଝାରସୁଗୁଡାରୁ ୧୫୨, କନ୍ଧମାଳରୁ ୧୩୫, ମୟୂରଭଞ୍ଜରୁ ୧୩୫, ସମ୍ବଲପୁରରୁ ୧୨୭, ରାୟଗଡାରୁ ୧୧୮, ଯାଜପୁରରୁ ୧୧୩, ଜଗତସିଂହପୁରରୁ ୧୦୫, ଗଞ୍ଜାମରୁ ୯୯, ବଲାଙ୍ଗିରିରୁ ୯୮, ଭଦ୍ରକରୁ ୯୨, ନବରଙ୍ଗପୁରରୁ ୮୧, ନୂଆପଡାରୁ ୭୭, କେନ୍ଦୁଝରରୁ ୭୬, ଢେଙ୍କାନାଳରୁ ୭୪, କେନ୍ଦ୍ରାପଡାରୁ ୬୯, କୋରାପୁଟରୁ ୬୯, କଳାହାଣ୍ଡିରୁ ୬୫, ସୋନପୁରରୁ ୬୫, ସୁନ୍ଦରଗଡରୁ ୬୨, ଗଜପତିରୁ ୫୮, ନୟାଗଡରୁ ୪୭, ମାଲକାନଗିରିରୁ ୪୬, ବୌଦ୍ଧରୁ ୪୪, ଅନୁଗୁଳରୁ ୩୯, ଦେବଗଡରୁ ୭ ଏବଂ ଷ୍ଟେଟ ପୁଲ ରୁ ୨୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୬୧ ହଜାର ୦୪୪ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୬ ହଜାର ୮୮୮ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୫ ହଜାର ୦୩୯ ଜଣ ଏବଂ ୭୫୨ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୭୦୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୭୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୯୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାରୁ ୧୪୭, ବଲାଙ୍ଗିରିରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ବଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ବରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେବଗଡରୁ ୨୩, ଅନୁଗୁଳରୁ ୨୨, ଗଜପତିରୁ ୨୨, ନୂଆପଡାରୁ ୧୧ ଏବଂ ଷ୍ଟେଟ ପୁଲରୁ ୧୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୪୯ ହଜାର ୩୭୯ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ୧୨୨ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୩ ହଜାର ୯୮୦ ଜଣ ଏବଂ ୭୧୦ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୪ ହଜାର ୧୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୮୪୦ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ପୁରୀରୁ ୨୭୪, ବାଲେଶ୍ବରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦, ଅନୁଗୁଳରୁ ୧୧୬, ରାୟଗଡାରୁ ୧୧୩, ଝାରସୁଗୁଡାରୁ ୧୧୧, ଭଦ୍ରକରୁ ୧୦୪, ବରଗଡରୁ ୯୫, ସମ୍ବଲପୁରରୁ ୯୦, ସୁନ୍ଦରଗଡରୁ ୯୦, କୋରାପୁଟରୁ ୮୮, ମୟୂରଭଞ୍ଜରୁ ୮୩, ନୂଆପଡାରୁ ୭୭, କନ୍ଧମାଳରୁ ୭୫, ନବରଙ୍ଗପୁରରୁ ୭୧, ଢେଙ୍କାନାଳରୁ ୬୭, ଗଞ୍ଜାମରୁ ୬୭, ନୟାଗଡରୁ ୬୦, କେନ୍ଦୁଝରରୁ ୫୭, ବଲାଙ୍ଗିରିରୁ ୪୬, କଳାହାଣ୍ଡିରୁ ୪୨, ବୌଦ୍ଧରୁ ୩୪, ମାଲକାନଗିରିରୁ ୩୩, ଦେବଗଡରୁ ୧୭, ଗଜପତିରୁ ୧୫, ଷ୍ଟେଟ ପୁଲରୁ ୨୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୭୫ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୯ ହଜାର ୮୮୦ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୩ ହଜାର ୪୫୧ ଜଣ ଏବଂ ୭୦୧ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୪ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ  ୪ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୮୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୫୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୨୯୮,  ବଲାଙ୍ଗୀରିରୁ୧୯୩, ଯାଜପୁରରୁ ୨୭୨, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୂଆପଡ଼ାରୁ ୧୧୨, କନ୍ଧମାଳରୁ ୧୦୨, ଗଞ୍ଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯, ବାଲେଶ୍ବରରୁ ୮୦, ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡରୁ ୪୭, ବୌଦ୍ଧରୁ ୩୮, ମାଳାକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୬, ଦେବଗଡରୁ ୧୦ ଏବଂ ଷ୍ଟେଟ ପୁଲ ରୁ ୩୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ୧ ଲକ୍ଷ ୩୭ ହଜାର ୫୬୭ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୧ ହଜାର ୩ ଶହ ୪୧ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୩ ହଜାର ୩୯ ଜଣ ଏବଂ ୬୮୨ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୬୦୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ  ୩ ହଜାର ୬୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୦୩୭ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୪୧୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୨୯୯, ବଲାଙ୍ଗିରିରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ବରରୁ ୧୧୨, ସୁନ୍ଦରଗଡରୁ ୧୦୭, ଜଗତସିଂହପୁରରୁ ୧୦୫, ନବରଙ୍ଗପୁରରୁ ୧୦୪, ସୋନପୁରରୁ ୧୦୦, ବରଗଡରୁ ୮୪, କେନ୍ଦ୍ରାପଡାରୁ ୮୪, ଝାରସୁଗୁଡାରୁ ୮୨, ରାୟଗଡାରୁ ୮୦, ଗଞ୍ଜାମରୁ ୭୫, କୋରାପୁଟରୁ ୭୫, ସମ୍ବଲପୁରରୁ ୭୧, ନୟାଗଡରୁ ୫୫, ଭଦ୍ରକରୁ ୫୪, ନୂଆପଡାରୁ ୪୪, କେନ୍ଦୁଝରରୁ ୪୩, ମାଲକାନଗିରିରୁ ୩୭, ବୌଦ୍ଧରୁ ୩୦, ଢେଙ୍କାନାଳରୁ ୨୮, ଗଜପତିରୁ ୨୬, କଳାହାଣ୍ଡିରୁ ୧୯, ଦେବଗଡରୁ ୧୮, କନ୍ଧମାଳରୁ ୧୬, ଅନୁଗୁଳରୁ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ୧ ଲକ୍ଷ ୩୩ ହଜାର ୪୬୬ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧ଜଣ ଥିବାବେଳେ ସକ୍ରିୟ କେସ ଅଛି ୩୨ ହଜାର ୯୭୩ ଜଣ ଏବଂ ୬୬୯ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୪ ହଜାର ୧୨୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ  ୪ ହଜାର ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୪୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡାରୁ ୨୬୮, ଅନୁଗୁଳରୁ ୧୮୭, ବରଗଡରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଞ୍ଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ବରରୁ ୧୦୮, ବଲାଙ୍ଗୀରିରୁ ୧୦୮, ଗଞ୍ଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡାରୁ ୬୬, ସୁନ୍ଦରଗଡରୁ ୬୪, ଭଦ୍ରକରୁ ୬୨, ରାୟଗଡାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡରୁ ୨୪, ନବରଙ୍ଗପୁରରୁ ୨୪ ଏବଂ ମାଲକାନଗିରିରୁ ୧୩ ଜେଏଏନଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ୧ ଲକ୍ଷ ୨୯ ହଜାର ୮୫୯କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯ ଶହ ୨୦ ଜଣ ଥିବାବେଳେ ସକ୍ରିୟ କେସ ଅଛି ୩୨ ହଜାର ୩୫୨ ଜଣ ଏବଂ ୬୫୬ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୩୩୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୦୩ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ବରରୁ ୧୫୬, ଢେଙ୍କାନାଳରୁ ୧୪୬, ପୁରୀରୁ ୧୧୨, ଜଗତସିଂହପୁରରୁ ୧୦୨, ରାୟଗଡାରୁ ୯୫, ଗଞ୍ଜାମରୁ ୯୪, ସମ୍ବଲପୁରରୁ ୯୪, ଅନୁଗୁଳରୁ ୯୧, ନୟାଗଡରୁ ୯୦, ସୋନପୁରରୁ ୯୦, ବଲାଙ୍ଗିରିରୁ ୮୦, ନବରଙ୍ଗପୁରରୁ ୭୦, ସୁନ୍ଦରଗଡରୁ ୭୦, ଝାରସୁଗୁଡାରୁ ୬୮, କେନ୍ଦ୍ରାପଡାରୁ ୬୪, କୋରାପୁଟରୁ ୬୪, କେନ୍ଦୁଝରରୁ ୫୧, କନ୍ଧମାଳରୁ ୪୫, ନୂଆପଡାରୁ ୪୦, କଳାହାଣ୍ଡିରୁ ୪୫, ଗଜପତିରୁ ୨୯, ବୌଦ୍ଧରୁ ୨୭, ମାଲକାନଗିରିରୁ ୨୫, ଦେବଗଡରୁ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୨,୦୨୪ ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୭୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି କଟକରୁ ସର୍ବାଧିକ ୪୧୧ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡରୁ ୧୫୨, ବରଗଡରୁ ୧୩୯, ପୁରୀରୁ ୧୩୨, ରାୟଗଡାରୁ ୧୦୧, ଝାରସୁଗୁଡାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, କେନ୍ଦ୍ରାପଡାରୁ ୬୬, ଢେଙ୍କାନାଳରୁ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ବରରୁ ୩୮, ସୁନ୍ଦରଗଡରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗିରିରୁ ୨୫, ସୋନପୁରରୁ ୨୪, ବୌଦ୍ଧରୁ ୨୩, ନୂଆପଡାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୁଳରୁ ୧୭, ଦେବଗଡରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୮,୦୦୧ ରେ ପହଞ୍ଚିଛି। ସେହିପରି ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୯ ହଜାର ୧୨୧ ଥିବା ବେଳେ ସକ୍ରିୟ କେସ ଅଛି ୩୦ ହଜାର ୪୭୬ ଏବଂ ୫୯୧ ଜଣଙ୍କ କରୋନା ରେ ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୮୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୪୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୩୧୪, ରାୟଗଡାରୁ ୩୦୨, ଗଞ୍ଜାମରୁ ୨୫୩, କେନ୍ଦ୍ରାପଡାରୁ ୧୬୨, କଟକରୁ ୧୪୩, ମୟୂରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡରୁ ୧୨୬, ବାଲେଶ୍ବରରୁ ୧୦୫, ମାଲକାନଗିରିରୁ ୮୭, ସୁନ୍ଦରଗଡରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡାରୁ ୫୯, ବରଗଡରୁ ୫୭, ବଲାଙ୍ଗିରିରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝରରୁ ୪୬, ସୋନପୁରରୁ ୩୫, ନବରଙ୍ଗପୁରରୁ ୨୫, ଢେଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେବଗଡରୁ ୭,ଏବଂ ନୂଆପଡ଼ାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬ ହଜାର ୫୬୧ ଜଣରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଥିବା ସଂଖ୍ୟା ୮୦ ହଜାର ୭୭୦କୁ ବୃଦ୍ଧି ହୋଇଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୨୩୫ ଏବଂ କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୦୩ ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ରାୟଗଡାରୁ ସର୍ବାଧିକ ୬୦୮ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪, ନୟାଗଡରୁ ୧୪୧, ମୟୂରଭଞ୍ଜରୁ ୧୨୦, ମାଲକାନଗିରିରୁ ୧୨୦, ବରଗଡରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ବରରୁ ୮୩, କନ୍ଧମାଳରୁ ୭୯, ଢେଙ୍କାନାଳରୁ ୬୬, ବଲାଙ୍ଗିରିରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡାରୁ ୫୦, ଗଜପତିରୁ ୪୮, ଜଗତସିଂହପୁରରୁ ୩୫, ଝାରସୁଗୁଡାରୁ ୩୫, କେନ୍ଦୁଝରରୁ ୨୯, ଦେବଗଡରୁ ୧୩, ସୋନପୁରରୁ ୧୩, ନୂଆପଡାରୁ ୯, ବୌଦ୍ଧରୁ ୬ ଏବଂ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩ ହଜାର ୫୩୬ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୭ ହଜାର ୨୮୬ କୁ ବୃଦ୍ଧି ହୋଇଛି। ରାଜ୍ୟରେ ମୋଟ ୨୫ ହଜାର ୭୦୫ ଜଣ କରୋନାରେ ସଂକ୍ରମଣ ହୋଇ ଚିକିତ୍ସିତ ହେଉଥିବା ବେଳେ ୪୯୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।