ଆଜିର ଖବର ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନ ଠାରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…