ବିଶେଷ ଖବର ସମାଲୋଚନା ପରେ କୃଷି ବିଲ ଉପରେ ସଫେଇ ଦେଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍, କଣ କହିଲେ ଜାଣନ୍ତୁ ମୁମ୍ବାଇ/ଭୁବନେଶ୍ବର, କୃଷି ବିଲ୍କୁ ନେଇ ଚାଲିଥିବା ବିବାଦ ଓ ବିତର୍କ ମଧ୍ୟରେ କେତେକ ନ୍ୟସ୍ତସ୍ୱାର୍ଥ ଗୋଷ୍ଠୀ ସେମାନଙ୍କ ନିଜର ଲାଭ ଓ ଫାଇଦା ନିମନ୍ତେ ଅଯଥାରେ ରିଲାଏନ୍ସ…