ଆଜିର ଖବର ଟ୍ରେନ୍ ଟିକେଟ୍ ପାଇଁ ଅଗ୍ରୀମ ସଂରକ୍ଷଣ ଅବଧି ୬୦ ଦିନକୁ ହ୍ରାସ, ଆଜିଠାରୁ କାର୍ଯ୍ୟକାରୀ ଭୁବନେଶ୍ୱର: ଟ୍ରେନ ଟିକେଟ ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ, ଭାରତୀୟ ରେଳବାଇ ଟ୍ରେନ୍ ଟିକେଟ୍ ଅଗ୍ରୀମ ସଂରକ୍ଷଣ ଦିବସ ପାଇଁ ପୂର୍ବର ୧୨୦ ଦିନରୁ ୬୦ ଦିନ…