ବିଶେଷ ଖବର କରୋନା ମୁକାବିଲା ତଥା ନିଜ ରାଜ୍ୟର ଶ୍ରମିକଙ୍କୁ ଫେରାଇ ଆଣିବାରେ ଓଡିଶା ଏକ ଉଦାହରଣ ପ୍ରସ୍ତୁତ କରୁଛି କେଦାର ମିଶ୍ର ଆଗରୁ ସବୁ କଥାରେ ଓଡିଶାର ଗରିବୀକୁ ନେଇ ଚର୍ଚ୍ଚା କରୁଥିବା ଆମର ଜାତୀୟ ଗଣମାଧ୍ୟମ ପ୍ରାକୃତିକ ବିପର୍ୟୟ ତଥା କରୋନା ଭଳି ବିଶ୍ଵର ଏକ…