ଆଜିର ଖବର ପୂର୍ବ ଭାରତରେ ପ୍ରଥମ: ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା। ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବଭାରତରେ…