ଆଜିର ଖବର “ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର ନୂଆଦିଲ୍ଲୀ: ବିଧାୟକ ରୋହିତ ପାୱାର ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ମହାରାଷ୍ଟ୍ର ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ଏବଂ…