ଅନ୍ତରାଷ୍ଟ୍ରୀୟ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର ‘ରୁଦ୍ରମ’ର ସଫଳ ପରୀକ୍ଷଣ,ଜାଣନ୍ତୁ ଏହା କଣ କରିପାରେ ନୂଆଦିଲ୍ଲୀ, ଅତ୍ୟାଧୁନିକ ଆଣ୍ଟି ରେଡିଅସନ କ୍ଷେପଣାସ୍ତ୍ର ରୁଦ୍ରମ ଓଡିଶା ଉପକୂଳର ହ୍ବିଲର ଦୀପପୁଞ୍ଜରେ ଥିବା ରେଡିଅସନ ଲକ୍ଷ୍ୟକୁ ସଫଳତାର ସହ ଭେଦ କରିଛି। ଏସୟୁ-୩୦ ଏମକେଆଇ ଲଢୁଆ…