ଆଜିର ଖବର ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରଣାଳୟ ଭାରତୀୟ ବାୟୁସେନା ପାଇଁ ରୁଷଠାରୁ ଏସ-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀର ଅତିରିକ୍ତ ବ୍ୟାଟେରୀ କ୍ରୟକୁ ଅନୁମୋଦନ କରିଛି। ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (DAC)…