ଅପରାଧ ମଧ୍ୟପ୍ରଦେଶରେ ବିଷାକ୍ତ ମଦ ପିଇ ୯ ଜଣଙ୍କ ମୃତ୍ୟୁ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ସାଗର ଜିଲ୍ଲାର ବଣ୍ଡା ତହସିଲର ଚାରୋଟି ଗାଁରେ ବିଷାକ୍ତ ମଦ ପିଇ ନଅ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଯାଦବ…