Categories
ଫଟୋ ଖବର

ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁରୀ ବେଳା ଭୂମିରେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା

ପୁରୀ, ନିଜ ବାଲୁକା କଳାରେ ଭାରତର ପୂବର୍ତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ