ଆଜିର ଖବର ସନ୍ଦେଶଖାଲିରେ ପୁଣି ହିଂସା, ପୋଲିସ ଏବଂ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସଂଘର୍ଷ ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ପୁଣି ଥରେ ହିଂସା ଘଟିଛି। ଏଠାରେ ସ୍ଥାନୀୟ ଲୋକ ଓ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି। ଲୋକସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ଶନିବାର…