ଆଜିର ଖବର କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ପୂର୍ବତନ ସାଂସଦ ସଞ୍ଜୟ ଭୋଇ ଭୁବନେଶ୍ଵର: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ କଂଗ୍ରେସରେ ଯୋଗ ଦେଇଛନ୍ତି। ତାଙ୍କ ସହ ପତ୍ନୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ କଂଗ୍ରେସରେ ସାମିଲ…