ଆଜିର ଖବର ଜାତୀୟ ଆପ୍ରେଣ୍ଟିସିପ୍ ପ୍ରଶିକ୍ଷଣ ଯୋଜନା ୨.୦ ପୋର୍ଟାଲର ଶୁଭାରମ୍ଭ: ଛାତ୍ରବୃତ୍ତି ଆକାରରେ ୧୦୦ କୋଟି ଜାରି ନୂଆଦିଲ୍ଲୀ/ଭୁବନେଶ୍ୱର: ଜାତୀୟ ଆପ୍ରେଣ୍ଟିସିପ୍ ପ୍ରଶିକ୍ଷଣ ଯୋଜନା(ନାଟ୍ସ) ଆମର ଯୁବପିଢ଼ିଙ୍କୁ ଆପ୍ରେଣ୍ଟିସିପ୍ ସୁଯୋଗ ସହିତ ଯୋଡ଼ିବା ସହ ଚାକିରି ପ୍ରଶିକ୍ଷଣ ପ୍ରଦାନ କରିବା ତଥା ସେମାନଙ୍କୁ ଅଧିକ ରୋଜଗାରକ୍ଷମ…