ଆଜିର ଖବର ଦୀପାବଳି ପୂର୍ବରୁ ଏହି ରାଜ୍ୟରେ ଖୋଲିବ ନାହିଁ ସ୍କୁଲ : ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି ମୁମ୍ବାଇ : ମହାରାଷ୍ଟ୍ରରେ କରୋନା ସଂକ୍ରମଣ ମାମଲାକୁ ଦେଖି ସ୍କୁଲ ଶିକ୍ଷା ମନ୍ତ୍ରୀ ବର୍ଷା ଗାୟକଓ୍ବାଡ କହିଛନ୍ତି ଯେ, ଦିଓ୍ବାଲୀ ପୂର୍ବରୁ ରାଜ୍ୟରେ ସ୍କୁଲ ଖୋଲା ଯିବ…