ବିଶେଷ ଖବର ପଦାକୁ ଆସିଲା ବିଜେଡି ବିଜେପି ଭିତିରିଆ ସଂପର୍କ, ଓଡିଶାର ଗୋଟିଏ ରାଜ୍ୟସଭା ଆସନ ବିଜେପି ହାତକୁ ଟେକିଦେଲା ବିଜେଡି ସମୀକ୍ଷା ବ୍ୟୁରୋ ରାଜନୀତିରେ ଅସମ୍ଭବ ବୋଲି କିଛି ନାହିଁ। ବିଜେଡି ଏହି କଥାକୁ ଅକ୍ଷରେ ଅକ୍ଷରେ କରି ଦେଖାଇ ଦେଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୋଟିଏ…