ଜାତୀୟ ଖବର ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ସାହା, ନବୀନଙ୍କ ସହିତ ରହିଛି ବୈଠକ ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ସାହା। ସେ ଶୁକ୍ରବାର ରାତି ୧୦ଟା ୪୦ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ।…