ଆଜିର ଖବର ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମାଲଦା ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଗୋଟିଏ ଦିନରେ ଦଶ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛି। ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ରାଜ୍ୟ…