ଜାତୀୟ ଖବର ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ପରଲୋକ: ୯୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲ ଚାକୁରକରଙ୍କର ଆଜି ଲାତୁରରେ ପରଲୋକ ହୋଇଯାଇଛି। ସେ ୯୧ ବର୍ଷ ବୟସରେ ତାଙ୍କ…