ଆଜିର ଖବର ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ ନୂଆଦିଲ୍ଲୀ: ସେପ୍ଟେମ୍ବର ୨୨ ତାରିଖରେ ଉତ୍ତର ପ୍ରଦେଶର ଶ୍ରାବସ୍ତିରେ ଜଣେ ୧୦ ବର୍ଷୀୟା ଝିଅକୁ ଦୁଷ୍କର୍ମ ହୋଇଛି। ଅଭିଯୁକ୍ତଙ୍କୁ ପୋଲିସ ଏନକାଉଣ୍ଟର ପରେ ଗିରଫ କରିଛି। ତାଙ୍କ…