RathJatra ଜ୍ୟେଷ୍ଠ ପୂର୍ଣ୍ଣିମାରେ କଣ ପାଇଁ ତିନି ଠାକୁରଙ୍କୁ ୧୦୮ ସୁନା କଳସୀ ଜଳରେ ସ୍ନାନ କରାଯାଇଥାଏ ? ଭୁବନେଶ୍ବର, ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରିଥାନ୍ତି। ଏହି ପରଂପରା ଜଗନ୍ନାଥ…