ଜାତୀୟ ଖବର ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଜାଣନ୍ତୁ ଏହା ପଛରେ ଥିବା ତିନି ମୁଖ୍ୟ ବିନ୍ଧାଣୀଙ୍କ କଥା ଭୁବନେଶ୍ବର: ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଦୀର୍ଘ ୪ ବର୍ଷର ପରିଶ୍ରମ ପରେ ଶେଷରେ ପୂର୍ଣ୍ଣ ରୂପରେଖ ନେଲା ଏହି ପ୍ରକଳ୍ପ। ଯେଉଁଥିରେ ପ୍ରାୟ ଆଠଶହ…