ଜାତୀୟ ଖବର ଜଗନ୍ନାଥଙ୍କ ଭକ୍ତଙ୍କ ପାଇଁ ସମର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ବର୍ଷା ଦେଲା ଆର୍ଶିବାଦ ପୁରୀ: ଶେଷରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ହୋଇଛି। ଶ୍ରୀଜଗନ୍ନାଥ ଭକ୍ତଙ୍କ ପାଇଁ ଏହି ପ୍ରକଳ୍ପକୁ ବୁଧବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ…