ଆଜିର ଖବର ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଜାରି: ଶଶି ଥରୁର ଏବଂ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ବଡ ଦାୟିତ୍ଵ ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଜାରି ରହିଛି। ଅପରେସନ ସିନ୍ଦୂର ପରେ ଭାରତର ଏକ ସାତ ଜଣିଆ ପ୍ରତିନିଧିମଣ୍ଡଳ ଏହି ମାସ ଶେଷରେ ମିଳିତ ଜାତିସଂଘ…