ଆଜିର ଖବର ଅଭିନେତା ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ପରଲୋକ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ପ୍ରଖ୍ୟାତ ଅଭିନେତା ତଥା ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ରଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡିବା ପରେ ତାଙ୍କ ଖାରବେଳ…