ବିଶେଷ ଖବର ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ,୧୭୯୮ ଜଣଙ୍କୁ ପୁରସ୍କାର ଭୁବନେଶ୍ୱର: ଖୋରଧା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବ କ୍ୟାପିଟାଲ ହାଇସ୍କୁଲରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓଡ଼ିଶା ସରକାରଙ୍କ ଏକ ଅଭିନବ କାର୍ଯ୍ୟକ୍ରମ।…