ଆଜିର ଖବର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ସୀତାପୁରରେ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଶାସନ କଂଗ୍ରେସ କମିଟି କାର୍ଯ୍ୟାଳୟ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଜି ସକାଳେ ଏସଡିଏମ୍, ଇଓ ଏବଂ…