ବିଶେଷ ଖବର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI Odisha: ଗଭର୍ଣ୍ଣିଙ୍ଗ କାଉନ୍ସିଲ୍ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ରାଜ୍ୟ ସରକାର ଖୁବ୍ ଶୀଘ୍ର State Institute for Transformative Initiatives ବା SITI Odisha ପ୍ରତିଷ୍ଠା କରିବେ। ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ…