ଆଜିର ଖବର ୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍ ଶିଖର ଧାୱନ ୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିଛନ୍ତି। ସେ ତାଙ୍କ ଆଇରିଶ ପ୍ରେମିକା ସୋଫି ସାଇନଙ୍କ ସହିତ ବିବାହ…