ଆଜିର ଖବର ଏସ୍ଆଇଆର୍କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ନେଇ ଆଜି ସୁପ୍ରିମକୋର୍ଟରେ ହେବ ଗୁରୁତ୍ୱପୂର୍ଣ୍ଣ ଶୁଣାଣି। ଭୋଟର ତାଲିକାରୁ ବଡ଼ଧରଣର ନାମ ବିଲୋପ ଓ ଅନିୟମିତତା…