ଆଜିର ଖବର ଟ୍ରେନରେ ରାତି ୧୧ରୁ ସକାଳ ୫ଟା ପର୍ଯ୍ୟନ୍ତ ମୋବାଇଲ ଚାର୍ଜିଂ ବନ୍ଦ: ରେଳ ବିଭାଗର ବଡ଼ ନିଷ୍ପତ୍ତି ନୂଆଦିଲ୍ଲୀ: ଯଦି ଆପଣ ଟ୍ରେନରେ ଯାତ୍ରା ସମୟରେ ରାତିରେ ମୋବାଇଲ କିମ୍ବା ପାୱାର ବ୍ୟାଙ୍କ ଚାର୍ଜରେ ଲଗାଇ ଶୋଇଯାଆନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ।…