ଆଜିର ଖବର CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD ଭୁବନେଶ୍ୱର/ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି ଏବଂ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ (SIR)କୁ ନେଇ ଦିଲ୍ଲୀରେ ବିରୋଧୀ ଦଳଗୁଡ଼ିକର…