ଜାତୀୟ ଖବର ପ୍ରାଣ ପ୍ରତିଷ୍ଠାର ସିଧାପ୍ରସାରଣ ଉପରେ ପ୍ରତିବନ୍ଧକ, ଷ୍ଟାଲିନ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଷ୍ଟାଲିନ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ତାମିଲନାଡୁ ସରକାର ଜାନୁୟାରୀ ୨୨ ତାରିଖରେ ହେବାକୁ ଥିବା…