Start Up Odisha

ଭୁବନେଶ୍ବର: ଷ୍ଟାର୍ଟଅପ୍ ଓଡ଼ିଶା କର୍ତ୍ତୃପକ୍ଷଙ୍କ ଆର୍ଥିକ କ୍ଷମତା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ଓଡ଼ିଶା ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛି।…