ଆଜିର ଖବର ୬୯ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ କ୍ରୀଡା ସମୂହ ବିଚ୍ ଭଲିବଲ ପ୍ରତିଯୋଗିତା: ବାଲେଶ୍ୱର ଜିଲ୍ଲା ବିଜୟୀ ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ସାମୁଦ୍ରିକ ବେଳାଭୂମିରେ ଆୟୋଜିତ ୬୯ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ କ୍ରୀଡା ସମୂହ ବିଚ୍ ଭଲିବଲ ପ୍ରତିଯୋଗିତା-୨୦୨୫-୨୬ ଉଦଯାପିତ ହୋଇଯାଇଛି।…