ଆଜିର ଖବର ମୋ’ ସରକାରରେ ସାମିଲ୍ ହେଲା ‘ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ’ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର, ଆଜି ମୋ’ ସରକାରରେ ସାମିଲ୍ ହୋଇଛି ’’ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ। ଲୋକସେବା ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ…