ଆଜିର ଖବର ଏଣିକି ପାର୍ସଲରେ ଚାଟ୍ ଗୁପ୍ଚୁପ୍ : ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଗାଇଡଲାଇନ୍ ଜାରି କଲା ବିଏମ୍ସି ଭୁବନେଶ୍ବର : ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ବର ମହାନଗର ନିଗମ ଗାଇଡଲାଇନ୍ ଜାରି କରିଛି । ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ୍ ଜାରି…