ଆଜିର ଖବର ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ ଭୁବନେଶ୍ୱର: ବିଜେଡି ନେତା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 54 ବର୍ଷ ବୟସ ହୋଇଥିଲା।…